Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର, ଯାଜପୁରରୁ ଭୁବନେଶ୍ବରକୁ ସ୍ଥାନାନ୍ତର

4/12/2021 at 7:48 PM

ଭୁବନେଶ୍ବର ୦୪/୧୨ : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହୋଇପଡିଛି । ଫଳରେ ତାଙ୍କୁ ଯାଜପୁର ଟାଟା ମେମୋରିଆଲ ହସ୍ପିଟାଲରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । କରୋନାରେ ଆକ୍ରାନ୍ତ ହେବାପରେ ତାଙ୍କୁ ଯାଜପୁର ସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଶନିବାର ସ୍ବାସ୍ଥ୍ୟବସ୍ଥା ବିଗିଡିପାରୁ ନନ୍ଦ ସାରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।

President Kovind presents Padma Shri to Shri Nanda Prusty for Literature &  Education. 102-yr-old “Nanda sir”, who provided free education to children  and adults at Jajpur, Odisha for decades, raised his hands

   Related Posts