Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚମକିଲେ ଆୟର-ତ୍ରିପାଠୀ, ଏମଆଇକୁ ୭ ଓ୍ବିକେଟ୍‌ରେ ମାତ୍‌ ଦେଲା କେକେଆର
  • ||
  • ଭୁବନେଶ୍ବର : ଜଳଦ କୁମାର ତ୍ରିପାଠୀ ହେଲେ ମୁଖ୍ୟ ସୂଚନା କମିଶନର, ନିଯୁକ୍ତିକୁ ଅନୁମୋଦନ କଲେ ରାଜ୍ୟପାଳ
  • ||
  • ମୋରଡା : ବନ୍ୟା ପ୍ରଭାବିତ ଗାଁ ବୁଲିଲେ ବିଧାୟକ ପ୍ରଣବ ପ୍ରକାଶ ଦାସ, ମୃତକଙ୍କ ପରିବାରକୁ ପ୍ରଦାନ କଲେ ଆର୍ଥିକ ସହାୟତା
  • ||
  • ଝାରସୁଗୁଡା : ନକଲି ମାଓବାଦୀ ଗିରଫ, କମ୍ପାନୀର ସାଇଟ୍ ଇନଚାର୍ଜଙ୍କୁ ମାଗୁଥିଲା ଟଙ୍କା
  • ||
  • ଖଲ୍ଲିକୋଟ : ବିଦ୍ୟୁତ ଆଘାତ ଲାଗି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭୁବନେଶ୍ବର : ମୋଟୁ ଥାନା IICଙ୍କୁ ଗିରଫ କଲା ଭିଜିଲାନ୍ସ, କାର୍‌ରୁ ଜବତ ହୋଇଥିଲା ୨ ଲକ୍ଷ ୮୦ ହଜାର ଟଙ୍କା
  • ||
  • ପୁରୀ : ସରକାରୀ ଗାଡିରୁ ଧଳା ଜହର ଜବତ, ୪୦ଗ୍ରାମ୍ ବ୍ରାଉନସୁଗାର ସହ ୩ ଅଭିଯୁକ୍ତ ଗିରଫ
  • ||
  • କଳାହାଣ୍ଡି : କର୍ଲାପାଟ ବକ୍ସାଇଟ୍ ଖଣିର ନିଲାମ ଉପରେ ହାଇକୋର୍ଟଙ୍କ ରହିତାଦେଶ
  • ||
  • ସମ୍ବଲପୁର : ବେଆଇନ ଭାବେ ବନ୍ଧୁକ ତିଆରି ଓ ବିକ୍ରି : ଦମ୍ପତ୍ତିଙ୍କ ସମେତ ୫ ଗିରଫ, ୪ଟି ଦେଶୀ ବନ୍ଧୁକ ଜବତ
  • ||
  • ବୌଦ୍ଧ : ରାସ୍ତାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||

ପୁଣି ପାକ ସେନାର ଅସ୍ତ୍ରବିରତି ଉଲଂଘନ ; ୩ ଜଣ ଅଫିସର ଓ ଜଣେ ଯବାନ ସହିଦ

13/06/2018 at 5:30 AM

ଜାମ୍ମୁ କାଶ୍ମୀର ସାମ୍ବା ସେକ୍ଟର ବିଏସଏଫ ପୋଷ୍ଟ ଉପରକୁ ଗୁଳି ମାଡ କରିଛି ପାକିସ୍ତାନ | ଆଖି ଭୁଜା ଗୁଳିମାଡ କରିଛନ୍ତି ପାକ ରେଞ୍ଜର୍ସ | ଗୁଳିମାଡରେ ବିଏସଏଫଏଅ ୩ ଜଣ ଅଫିସର ଓ ଜଣେ ଯବାନ ସହିଦ ହୋଇଥିବା ବେଳେ ୩ ଯବାନ ଗୁରୁତର ଆହତ ହୋଇଛନ୍ତି | ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି |

   Related Posts