Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ପାକିସ୍ତାନର ପୂର୍ବତନ ଗୃହମନ୍ତ୍ରୀ କହିଲେ ରାହୁଲ ଗାନ୍ଧୀ ଭାରତର ଆଗାମୀ ପ୍ରଧାନମନ୍ତ୍ରୀ ହେବେ: କଂଗ୍ରେସ କଣ କହିଲା ଶୁଣନ୍ତୁ…

24/09/2018 at 1:52 PM

ଇସ୍ଲାମଵାଦ ୨୪/୯ : ପାକିସ୍ତାନ ପୁଣି ଭାରତୀୟ ରାଜନୀତିରେ ହସ୍ତକ୍ଷେପ କରିବାକୁ ଉଦ୍ୟମ ଆରମ୍ଭ କରିଛି | ପାକିସ୍ତାନର ପୂର୍ବତନ ଗୃହମନ୍ତ୍ରୀ ରେହେମାନ ମଲ୍ଲିକ ଟ୍ୱିଟ କରି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କର ପ୍ରଶଂସା କରିଛନ୍ତି | ସେ ଏହା ମଧ୍ୟ କହିଛନ୍ତି ଯେ, ରାହୁଲ ଗାନ୍ଧୀ ଭାରତର ଆଗାମୀ ପ୍ରଧାନମନ୍ତ୍ରୀ ହେବେ | ଅପରପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସେବାମୂଖ୍ୟ ବିପିନ ରାୱତଙ୍କୁ ଟାର୍ଗେଟ କରିଛନ୍ତି ରେହେମାନ ମଲ୍ଲିକ |
ରାହୁଲ ଗାନ୍ଧୀଙ୍କ ଏକ ଭିଡିଓ ମଧ୍ୟ ମଲ୍ଲିକ ସେୟାର କରିଛନ୍ତି |

   Related Posts