Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନ ହିନ୍ଦୁଙ୍କୁ ଜଣାଇଲେ ହୋଲି ଶୁଭେଚ୍ଛା

20/03/2019 at 6:06 PM

ଲାହୋର ୨୦/୩- ରଙ୍ଗର ପର୍ବ ହୋଲି ପାଇଁ ପାକିସ୍ତାନରେ ବାସକରୁଥିବା ହିନ୍ଦୁଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନର ପ୍ରଧାନ ମନ୍ତ୍ରୀ ଇମରାନ ଖାନ୍ । ହିନ୍ଦୁମାନଙ୍କର ଏହି ପର୍ବ ଶାନ୍ତି ଓ ସୌହାର୍ଦ୍ଦ୍ୟର ବାର୍ତ୍ତା ବହନ କରେ ବୋଲି ଇମରାନ କହିଛନ୍ତି ।

ହୋଲି ଅବସରରେ ପାକିସ୍ତାନ ପିପୁଲସ୍ ପାର୍ଟିର ଅଧ୍ୟକ୍ଷ ବିଲଓ୍ଵାଲ ଭୁଟୋ ଜର୍ଦାରୀ  ମଧ୍ୟ ହିନ୍ଦୁମାନଙ୍କୁ ଜଣାଇଛନ୍ତି ଶୁଭେଚ୍ଛା ।

ପାକିସ୍ତାନର ବୈଦେଶିକ ମନ୍ତ୍ରୀ ସାହା ମହମ୍ମଦ କ୍ୟୁରେସି ହୋଲି ପାଇଁ ହିନ୍ଦୁଙ୍କ ଉଦ୍ଦେଶ୍ୟରେ ମଧ୍ୟ ରଖିଛନ୍ତି ଶୁଭେଚ୍ଛା ବାର୍ତ୍ତା ।

   Related Posts