Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||

କରାଚୀ-ରାଓ୍ବଲପିଣ୍ଡି ଏକ୍ସପ୍ରେସରେ ସିଲିଣ୍ଡର ଫାଟି ଚଳନ୍ତା ଟ୍ରେନରେ ଲାଗିଲା ନିଆଁ : ୬୫ଜଣଙ୍କର ମୃତ୍ୟୁ , ଅନେକ ଗୁରୁତର

31/10/2019 at 11:29 AM

ଇସଲାମାବାଦ ୩୧/୧୦: ପାକିସ୍ତାନରେ ଆଜି କରାଚୀ-ରାଓ୍ବଲପିଣ୍ଡି ତେଜଗ୍ରାମ ଏକ୍ସପ୍ରେସରେ ନିଆଁ ଲାଗିବାରୁ ୬୫ଜଣଙ୍କର ମୃତ୍ୟୁ ହୋଇଛି। ଟ୍ରେନଟି କରାଚିରୁ ରାଓ୍ବଲପିଣ୍ଡି ଯାଉଥିଲା। ରେଲଓ୍ବେ ଅଧିକାରୀଙ୍କ କହିବାନୁସାରେ ବଗିରେ କୌଣସି ଜଣେ ଯାତ୍ରୀ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଥିଲେ, ସେଥିପାଇଁ ସିଲିଣ୍ଡର ଫାଟିଯାଇଥିଲା। ଅନେକ ଯାତ୍ରୀ ଗୁରୁତର ହୋଇଛନ୍ତି। ମୃତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି।

ରେଳ ମନ୍ତ୍ରୀ କହିଛନ୍ତି ଯେ ସିଲିଣ୍ଡର ଫାଟିବା ପରେ ୩ଟି ବଗିରେ ନିଆଁ ବ୍ୟାପିଯାଇଛି। ଜୀବନ ବଞ୍ଚାଇବା ପାଇଁ ଚଳନ୍ତା ଟ୍ରେନରୁ ଡେଇଁବା ଫଳରେ ଅଧିକାଂଶ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଏଯାଏଁ ଜଣାପଡ଼ିନାହିଁ। ସେନା ହେଲିକପ୍ଟରରେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆହତଙ୍କୁ ଲିୟାକତପୁର ହସ୍ପିଟାଲରେ ଏବଂ ଗୁରୁତର ଆହତଙ୍କୁ ହେଲିକପ୍ଟର ଯୋଗେ ମୁଲତାନ ପଠାଯାଉଛି।

   Related Posts