Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ପାକିସ୍ତାନ ପଟୁ ଗୁଳି ଗୋଳା ବର୍ଷଣ ସହ ମୋଟାର ମାଡ : ଜଣେ ଯବାନ ସହିଦ, ଭାରତୀୟ ସେନାଙ୍କ ପାଲଟା ଜବାବ

14/10/2019 at 11:51 AM

ଉରି ୧୪/୧୦: ଜମ୍ମୁ ଓ କଶ୍ମୀର ବାରମୂଳାର ଉରି ସେକ୍ଟର୍ ଏଲଓସିରେ ପାକିସ୍ତାନ ସେନାର ଅସ୍ତ୍ରବିରତି ଉଲ୍ଲଂଘନ  ଚାଲିଛି। ପାକିସ୍ତାନ ପଟୁ ପ୍ରବଳ ଗୁଳି ଗୋଳା ବର୍ଷଣ ସହ ମୋଟାର ମାଡ ହେଉଛି । ଏଥିରେ ଜଣେ ଯବାନ ସହିଦ ହୋଇଛନ୍ତି।

ଉରି ସେକ୍ଟର୍ ରେ ପାକିସ୍ତାନୀ ସୈନିକମାନେ ଅସ୍ତ୍ରବିରତି ଉଲ୍ଲଂଘନ କରି ଭାରତୀୟ ପୋଷ୍ଟ୍‍ ଉପରକୁ ଅଚାନକ ଗୁଳି ଚଳାଇଥିଲେ। ପାକିସ୍ତାନୀ ଗୁଳିରେ ଜଣେ ଯବାନ ଆହତ ହୋଇଥିଲେ । ତାଙ୍କୁ ତୁରନ୍ତ ଡାକ୍ତରୀ ଚିକିତ୍ସା ନିମନ୍ତେ ହସ୍ ପିଟାଲ୍ କୁ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ପୂର୍ବରୁ, ଶୁକ୍ରବାର ବିଳମ୍ବିତ ରାତିରେ ପାକିସ୍ତାନ ହିରନାଗର ସେକ୍ଟରରେ ପାକିସ୍ତାନର ଗୁଳି ଚାଳନା କରିଥିଲା ।

   Related Posts