Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ପଳାଶୁଣୀ ହତ୍ୟାକାଣ୍ଡର ଅଭିଯୁକ୍ତ ଗିରଫ

11/05/2018 at 5:41 AM

ପଳାଶୁଣୀ ହତ୍ୟାକାଣ୍ଡର ଅଭିଯୁକ୍ତ କୁହାଯାଉଥିବା ହାଡିଆ ଗିରଫ । କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ହାଡିଆକୁ ଗିରଫ କରିଛି । ତାଠାରୁ ରକ୍ତ ଭିଜା ଛୁରୀ ଜବତ କରିଛି ପେ।ଲିସ । ମଦ ବେପାରକୁ ନେଇ ହତ୍ୟାକାଣ୍ଡ ହେ।ଇଛି । ଏନେଇ ଡିସିପି ଅନୁପ ସାହୁ ସୂଚନା ଦେଇଛନ୍ତି । ଗତକାଲି ଜନଗହଳିପୂର୍ଣ୍ଣ ପଳାଶୁଣୀ ଛକ ନିକଟରେ ଧେ।ବାକୁ ହତ୍ୟା କରିଥିଲା ହାଡିଆ ।

Leave a Reply

   Related Posts