Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଆଜିଠାରୁ ଶ୍ରୀମନ୍ଦିରରେ ନିଷିଦ୍ଧ ହେଲା ପାନ ଓ ଗୁଟଖା, ଧରାପଡିଲେ ୫୦୦ ଟଙ୍କା ଜରିମନା

1/08/2019 at 4:55 PM

ପୁରୀ ୧|୮: ଶ୍ରୀମନ୍ଦିରରେ ଆଜିଠାରୁ  ପାନ, ଗୁଟଖା ନିଷିଦ୍ଧ କରାଯାଇଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଶ୍ରୀମନ୍ଦିର ଓ ପୋଲିସ ପ୍ରଶାସନ ଅଣ୍ଟା ଭିଡ଼ିଛି। ଆଜିଠାରୁ ପାନ ଖାଇ କେହି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅଥବା ଭକ୍ତ କେହି ପାନ କିମ୍ବା ଗୁଟଖା ଖାଇ ଧରାପଡ଼ିଲେ ସେମାନଙ୍କଠାରୁ ଜରିମନା ଆଦାୟ କରାଯିବ। ପାନ, ଗୁଟଖା ଖାଇ ଯଦି କେହି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ଧରାପଡ଼ନ୍ତି ସେମାନଙ୍କଠାରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମନା ଆଦାୟ କରାଯିବ। ଶ୍ରୀମନ୍ଦିର ସିଂହଦ୍ୱାର ଠାରେ ଚେକିଂକୁ କଡ଼ାକଡ଼ି କରାଯାଇଛି। ସିସିଟିଭି ଫୁଟେଜ ଆଧାରରେ ପାନ, ଗୁଟଖା ଖାଉଥିବା ବ୍ୟକ୍ତିବିଶେଷଙ୍କୁ ଚିହ୍ନଟ କରାଯାଇ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୁରୀ ଏସପି ଉମାଶଙ୍କର ଦାଶ କହିଛନ୍ତି।

   Related Posts