ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ : ରାଜ୍ୟ ନିର୍ବାଚନ କମିଶନ ସଚିବ

Published By : Prameya-News7 Bureau | June 22, 2021 IST

ଭୁବନେଶ୍ବର ୨୨।୬: ବର୍ତ୍ତମାନ ପରିସ୍ଥିତିରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବା ନେଇ ଆଶଙ୍କା ଦେଖାଦେଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ ଏଭଳି କହିଛନ୍ତି । ଆସନ୍ତା ବର୍ଷ ମାର୍ଚ୍ଚ ୧୦ ତାରିଖରେ ପଞ୍ଚାୟତ କାର୍ଯ୍ୟକାଳ ସରୁଛି । ରାଜ୍ୟ ସରକାରଙ୍କୁ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ଚିଠି ଲେଖିଛୁ ବୋଲି ସେ କହିଛନ୍ତି । ହେଲେ ସରକାରୀ ସ୍ତରରେ ସେ କାମ ସରିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.