Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସରେ ସ୍ଥାନ ପାଇବ ପଶ୍ଚିମ ଓଡିଶାର କଳାକୃତୀ, ୮ ଓଡିଆ କଳାକାର ହାସଲ କଲେ ସଫଳତା
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ
  • ||
  • ଆଉ ଏକ ଲଘୁଚାପ, ୩୦ ଯାଏଁ ସାରା ରାଜ୍ୟରେ ବର୍ଷା
  • ||
  • ବରଗଡ଼ : ଗାଁ ମୁଣ୍ଡରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ମିଳିଲା ମୃତଦେହ, ଶାଢୀରେ ଝୁଲିପଡିଲେ ଯୁବକ
  • ||
  • ଦିନେ ବଢିବା ପରେ ପୁଣି କମିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୧୫ କରୋନା ପଜିଟିଭ୍
  • ||

୨୬ ତାରିଖ ପର୍ଯ୍ୟନ୍ତ ପଞ୍ଚାୟତ ସଟ୍‌ଡାଉନ୍

24/07/2020 at 9:40 AM

ନୂଆପଡା୨୪/୭ : କୋମନା ବ୍ଲକ କୁରେଶ୍ବର ପଞ୍ଚାୟତ ସଟ୍ ଡାଉନ । ଆସନ୍ତା ୨୬ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ସଟଡାଉନ ଘୋଷଣା । ଉଦ୍ୟାନବନ୍ଧ ସହରର ଜଣେ ଘରୋଇ କ୍ଲିନିକର ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ପଦକ୍ଷେପ । ସଟଡାଉନ ଘୋଷଣା କଲେ ସରପଞ୍ଚ ଅନନ୍ତ ଚରଣ ସାହୁ ।

   Related Posts