Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ପଞ୍ଚମପାଳିର ପ୍ରଥମ ବର୍ଷ ଆମ ପାଇଁ ବଡ଼ ଚ୍ୟାଲେଞ୍ଜ୍ ଥିଲା: ଅରୁଣ ସାହୁ

8/06/2020 at 7:57 PM

ଭୁବନେଶ୍ବର୮/୬: ପଞ୍ଚମପାଳିର ପ୍ରଥମ ବର୍ଷରେ ବିଜେଡି ଆଗରେ ଅଛି। ପଞ୍ଚମପାଳିର ପ୍ରଥମ ବର୍ଷରେ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଭିନ୍ନ ଚ୍ୟାଲେଞ୍ଜ୍ ସମ୍ମୁ୍‌ଖୀନ କରିଛନ୍ତି। ଚଳିତ ବର୍ଷ ରାଜ୍ୟ ସରକାର ବିଭିନ୍ନ ଚ୍ୟାଲେଞ୍ଜକୁ ସାମ୍ନା କରିଛନ୍ତି। ପଞ୍ଚମପାଳିର ପ୍ରଥମ ବର୍ଷରେ ଫନି, କରୋନା ଏବଂ ଅମ୍ଫାନ ଭଳି ବିପର୍ଯ୍ୟୟ ପରିସ୍ଥିତିର ମୁକାବିଲା କରିଛି ସରକାର। ଏହି ପ୍ରଥମ ବର୍ଷ ଆମ ପାଇଁ ବଡ଼ ଚ୍ୟାଲେଞ୍ଜ ଥିଲା ବୋଲି କୃଷିମନ୍ତ୍ରୀ ଅରୁଣ ସାହୁ କହିଛନ୍ତି।

   Related Posts