ପୁଣି STF ପଞ୍ଝାରେ ବଜ୍ରକାପ୍ତା ବ୍ୟବସାୟୀ : ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

Published By : Prameya-News7 Bureau | January 19, 2022 IST

ଭୁବନେଶ୍ବର ୧୯।୧: ପୁଣି ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ବ୍ୟବସାୟୀ । ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ବରଗାଁ ନିକଟରୁ ବ୍ୟବସାୟୀକୁ ଧରିଲା ଏସଟିଏଫ । ବଜ୍ରକାପ୍ତା ଚାଲାଣ ଅଭିଯୋଗରେ ଅଜିତ କୁମାର ବୁଡେକ ନାମକ ବ୍ୟବସାୟୀଙ୍କୁ ଏସଟିଏଫ ଗିରଫ କରିଛି । ଅଜିତ ନିକଟରୁ ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରାଯାଇଛି ।

ଉଲ୍ଲେଖଯୋଗ୍ୟ ଯେ, ୨୦୨୦  ମସିହା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଏସଟିଏଫ ୧୦ଟି ଜୀବନ୍ତ ବଜ୍ରକାପ୍ତା, ୧୬ କେଜି ବଜ୍ରକାପ୍ତା କାତି ଜବତ କରିସାରିଲାଣି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.