Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ପରିତ୍ୟକ୍ତ କୂଅରୁ ବଜ୍ରକାପ୍ତା ଉଦ୍ଧାର

1/06/2020 at 9:29 AM

ସାନଖେମୁଣ୍ଡି ୦୧।୦୬: ପରିତ୍ୟକ୍ତ କୂଅରୁ ବଜ୍ରକାପ୍ତା ଉଦ୍ଧାର ହୋଇଛି । ସାନଖେମୁଣ୍ଡି  ପୋଡାମାରି ରେଞ୍ଜ କଂସାମାରି ଗାଁର ଘଟଣା । ଉଦ୍ଧାର ବଜ୍ରକାପ୍ତାକୁ ପୋଡାମାରି ବନବିଭାଗ କାର୍ଯ୍ୟାଳୟରେ ରଖାଯାଇଛି ।

ସୂଚନାଯୋଗ୍ୟ ଯେ, ସାନଖେମୁଣ୍ଡି ପୋଡାମାରି ରେଞ୍ଜ କଂସାମାରି ଗାଁର ଏକ ପରିତକ୍ତ କୂଅରୁ ବଜ୍ରକାପ୍ତା  ପଡିଯାଇଥିଲା । ଯାହାକୁ ଦେଖି ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେଇଥିଲା । ଖବର ପାଇବାମାତ୍ର ବନବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ବ କରିଥିଲେ ।  ପୋଡାମାରି ରେଞ୍ଜର ନିଜ ଟିମ୍‌ ସହ ଘଟଣା ସ୍ଥଳରେ ପହଞ୍ଚି ବଜ୍ରକାପ୍ତାଟିକୁ ଉଦ୍ଧାର କରିଥିଲେ । ବଜ୍ରକାପ୍ତାକୁ ଉଦ୍ଧାର ପରେ ପୋଡାମାରି ବନ ବିଭାଗ କାର୍ଯ୍ୟଳୟରେ ସୁରକ୍ଷିତ ଭାବେ ରଖିଥିବା ସୂଚନା ଦିଆଯାଇଛି ।

   Related Posts