Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||
  • ବ୍ରହ୍ମପୁର : ଗୁଳି ମାଡରେ ବେଗୁନିଆପଡା ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର ସାହୁଙ୍କ ମୃତ୍ୟୁ
  • ||
  • କଳାହାଣ୍ଡି : ୧୦ଲକ୍ଷ ଟଙ୍କାର ବାଘ ଛାଲ ଜବତ, ୨ ଗିରଫ
  • ||
  • ୨ଦିନରେ ଦୁଇ ଜୀବନ : ଢେଙ୍କାନାଳରେ ହାତୀ ଆକ୍ରମଣରେ ପୁଣି ଜଣେ ମୃତ
  • ||

ପୋଖରୀରେ ବଂନସୀ ପକାଉଥିବା ବେଳେ ଗୋଡ ଖସିଯାଇ ନାବାଳକ ମୃତ

2/02/2020 at 2:04 PM

ସୋର ୦୨।୦୨:  ପାଣିରେ ବୁଡି ନାବାଳକ ମୃତ । ବାଲେଶ୍ବର ଜିଲ୍ଲା ସୋର ଥାନା ପାଳପୁର ଗାଁରେ ଘଟିଛି ଅଘଟଣ । ପୋଖରୀରେ ବଂନସୀ ପକାଇବାକୁ ଯାଇଥିବା ବେଲେ ଗୋଡ ଖସିଯାଇଥିଲା । ଏବଂ ପାଣିରେ ବୁଡି ଯାଇଥିଲେ । ସ୍ଥାନୀୟଲୋକ ତାକୁ ପାଣିରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ମୃତକ ପାଳପୁର ଗାଁର ଡମ୍ବରୁଧର  ଦାସ (୧୬) ବୋଲି ଜଣାପଡିଛି ।

   Related Posts