Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ମୃତ୍ୟୁ ବି ଏମିତି ଆସେ ; ବାପାଙ୍କ ଶ୍ରାଦ୍ଧ ପୂଜା ପାଇଁ ଫୁଲ ଆଣିବାକୁ ଯାଇଥିଲେ, ପୋଖରୀରେ ଗୋଡ଼ ଖସି ପୁଅର ମୃତ୍ୟୁ

7/09/2020 at 9:47 AM

ନୀଳଗିରି ୦୭।୦୯: ମୃତ୍ୟୁ ବି ଏମିତି ଆସେ । ବାପାର ଶ୍ରାଦ୍ଧ ପୂଜା ପାଇଁ ଫୁଲ ଆଣିବାକୁ ଯାଇ ପୋଖରୀରେ ବୁଡି ପୁଅର ମୃତ୍ୟୁ  । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଔପଦା ବ୍ଲକ ବଡ଼ପୋଖରୀ ଗାଁରେ । ମୃତକଙ୍କ ନାମ ହରିହର ରଣା ବୋଲି ଜଣାପଡିଛି ।

ବାପାଙ୍କ ଶ୍ରାଦ୍ଧ ପୂଜା ପାଇଁ ପୋଖରୀକୁ ଫୁଲ ଆଣିବାକୁ ଯାଇଥିବା ବେଳେ ପୋଖରୀରେ ବୁଡି ଯାଇଥିଲେ ପୁଅ । ପୋଖରୀରେ ହରିହରଙ୍କୁ ଭାସୁଥିବାର ଦେଖି ଗ୍ରାମବାସୀ ସ୍ଥାନୀୟ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପୋଖରୀରୁ ଉଦ୍ଧାର କରିଥିଲେ । ଘଟଣାସ୍ଥଳରେ ଔପଦା ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ବ୍ୟବେଚ୍ଛେଦ ପାଇଁ ପଠାଯାଇଛି ।  

   Related Posts