Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ପାରାଦୀପ ଆଇଓସିଏଲରେ କାର୍ଯ୍ୟରତ ଶ୍ରମିକଙ୍କ ଗଣଧାରଣା ଦ୍ବିତୀୟ ଦିନରେ

16/11/2018 at 11:13 AM

ପାରାଦୀପ ୧୬|୧୧:  ପାରାଦୀପ ଆଇଓସିଏଲରେ କାର୍ଯ୍ୟରତ ଶ୍ରମିକଙ୍କ ବିଭିନ୍ନ ଦାବି ନେଇ ଆଇଓସିଏଲ ଫାଟକ ସମ୍ମୁଖରେ ଚାଲିଥିବା ଗଣଧାରଣା ଦ୍ବିତୀୟ ଦିନରେ ପହଞ୍ଚିଛି। ପାରାଦୀପ-ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ ପକ୍ଷରୁ ଏହି ଧାରଣା ଦିଆଯାଉଛି। ଶ୍ରମିକ ନେତା ବାପି ସର୍ଖେଲଙ୍କ ନେତୃତ୍ବରେ ହଜାରରୁ ଅଧିକ ଶ୍ରମିକ ସେମାନଙ୍କର ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବା ସହିତ ଦାବି ପୁରଣ ନହେବା ପର୍ଯ୍ୟନ୍ତ ପ୍ରତିବାଦ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି। ଗତକାଲି ଆଇଓସିଏଲ୍ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା ବିଫଳ ହୋଇଥିଲା।

   Related Posts