Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ପରକୀୟା ପ୍ରୀତି ସନ୍ଦେହରେ ଯୁବକଙ୍କୁ କଟୁରୀ ଚୋଟ, ଅଭିଯୁକ୍ତ ଫେରାର

13/11/2021 at 3:07 PM

କରଞ୍ଜିଆ ୧୩|୧୧:,  ପରକୀୟା ପ୍ରୀତି ସନ୍ଦେହରେ ଯୁବକଙ୍କୁ କଟୁରିରେ ମରଣାନ୍ତ ଆକ୍ରମଣ ଉଦ୍ୟମ  । କ୍ୟାମେରାରେ କଏଦ ହେଲା ଦୃଶ୍ୟ । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ସହରରେ ଥିବା ମାଣିକ ଛକ ନିକଟରେ ଘଟିଛି ଏହି ଘଟଣା ।

ସୂଚନାନୁସାରେ, ମାଣିକ ଛକରେ ରହୁଥିବା ନିୟୁତ ସ୍ୱାଇଁ ନାମକ ଜଣେ ବ୍ୟକ୍ତିଙ୍କର ଆଉ ଜଣେ ବିବାହିତା ମହିଳାଙ୍କ ସହ ସମ୍ପର୍କ ଥିଲା । ମହିଳାଙ୍କ ସ୍ୱାମୀ ସୁମିତ ପୃଷ୍ଟି ଅନୈତିକ ସମ୍ପର୍କ  ସନ୍ଦେହ କରି ନିୟୁକଙ୍କୁ କଟୁରୀରେ ମରଣାନ୍ତକ ଆକ୍ରମଣ କରିଥିଲେ । କଟୁରୀରେ ଆକ୍ରମଣ କରୁଥିବା ଚିତ୍ର ନିକଟସ୍ଥ ଏକ ଦୋକାନର ଲାଗିଥିବା ସିସିଟିଭିରେ କଏଦ ହୋଇଛି । ତେବେ ଏ ସଂକ୍ରାନ୍ତରେ ନିୟୁତ ସ୍ୱାଇଁ କରଞ୍ଜିଆ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ । ଏହା ପରେ ତଦନ୍ତ ଆରମ୍ଭ କରିଛି ପୋଲିସ । ସେପଟେ ଆକ୍ରମଣକାରୀ ଫେରାର ହୋଇଯାଇଥିବା ସୂଚନା ମିଳିଛି ।

   Related Posts