Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||

ଛାତ୍ରୀମାନଙ୍କୁ ଅସଦାଚରଣ ଅଭିଯୋଗ, ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ଶିକ୍ଷକଙ୍କୁ ନିସ୍ତୁକ ପିଟିଲେ ଅଭିଭାବକ

1/06/2019 at 10:01 AM

ନୀଳଗିରି ୧|୬:  ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ଅଞ୍ଚଳରେ ଅଭାବନୀୟ ଘଟଣା । ଗାଁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ଶିକ୍ଷକଙ୍କ ନିସ୍ତୁକ ପିଟିଛନ୍ତି ଅଭିଭାବକ ।

ସିଙ୍ଗିରି ଗାଁରେ ଜଣେ ବ୍ୟକ୍ତି ପିଲାମାନଙ୍କୁ ଟିଉସନ କରାଉଥିଲେ । ବିଭିନ୍ନ ସମୟରେ ଶିକ୍ଷକ ଜଣଙ୍କ ଛାତ୍ରଛାତ୍ରୀ ମାନଙ୍କ ଖରାପ ବ୍ୟବହାର କରୁଥିବା ନେଇ ପିଲାମାନେ ଘରେ କହୁଥିଲେ । କିନ୍ତୁ ଘଟଣା ବିଷୟରେ ଜଣାପଡ଼ିବା ପରେ ସଂପୃକ୍ତ ଶିକ୍ଷକଙ୍କ ବିଦ୍ୟୁତ୍  ଖୁଣ୍ଟିରେ ବାନ୍ଧି ନିସ୍ତୁକ ମାଡ଼ ମାରିଛନ୍ତି ଗ୍ରାମବାସୀ । ଯାହାକୁ ନେଇ ଗାଁରେ ଉତ୍ତେଜନା ଲାଗି ରହିଛି ।

   Related Posts