Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା, ସ୍କୁଲ ସମ୍ମୁଖରେ ଅଭିଭାବକ ସଂଘର ପ୍ରତିବାଦ

7/12/2019 at 2:55 PM

ଭୁବନେଶ୍ବର ୭।୧: ମଂଚେଶ୍ବର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାକୁ ନେଇ ସ୍କୁଲ ସମ୍ମୁଖରେ ଅଭିଭାବକ ସଂଘର ପ୍ରତିବାଦ । ସ୍କୁଲର ପିଇଟିଙ୍କ ବିରୋଧରେ ମାନସିକ ନିର୍ଯାତନା ଅଭିଯୋଗ କରିଛନ୍ତି ଅଭିଭାବକ ।

ସୂଚନାଯୋଗ୍ୟ ଯେ, ସ୍କୁଲର ଏକାଦଶ ଶ୍ରେଣୀର ଜଣେ ଛାତ୍ରୀ ଗତକାଲି ଖେଳ ପିରିୟଡରେ ସ୍କୁଲ ହତାରୁ ବାହାରି ନିକଟସ୍ଥ ଏକ ଷ୍ଟାଫ୍ କ୍ବାର୍ଟର ଛାତ ଉପରୁ ତଳକୁ ଡେଇଁ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିଲେ । ସ୍କୁଲ ଶିକ୍ଷକ ଶିକ୍ଷୟତ୍ରୀ ଘଟଣାସ୍ଥଳରେ ପହଞ୍ଚି ଆହାତ ଛାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରିଥିଲେ ।  ତେବେ ସ୍କୁଲ ପ୍ରିନ୍ସପାଲ ଓ ପିଇଟି ଟିଚର ମାନସିକ ନିର୍ଯାତନା ଅଭିଯୋଗକୁ ଖଣ୍ଡନ କରିଛନ୍ତି । 

   Related Posts