Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||

ରାଜ୍ୟରେ ବଢୁଥିବା ଶିଶୁ ଯୌନ ନିର୍ଯାତନାକୁ ରୋକିବାକୁ ‘ପରୀ ପାଇଁ କଥାଟିଏ’ କାର୍ଯ୍ୟକ୍ରମର ପ୍ରସ୍ତୁତି ବୈଠକ

27/05/2018 at 11:02 AM

ରାଜ୍ୟରେ ବଢୁଥିବା ଶିଶୁ ଯୌନ ନିର୍ଯାତନାକୁ ରୋକିବାକୁ ସଚେତନତା କାର୍ଯ୍ୟକ୍ରମ
ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମର ପ୍ରସ୍ତୁତି ବୈଠକ
ପୋଲିସ ଡିଜିଙ୍କ ଅଧ୍ୟକ୍ଷତାରେ ସିପି କ୍ୟାମ୍ପ ଅଫିସରେ ବୈଠକ
ଆସନ୍ତାକାଲିଠାରୁ କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ
ଭୁବନେଶ୍ବର ଟ୍ରାଫିକ ଥାନାରେ କାର୍ଯ୍ୟକ୍ରମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଜୁନ ୧୨ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ବୁଲିବ ୧୫ଟି ପରୀ ରଥ
ପ୍ରତି ଗାଡି ଦୁଇଟି ଜିଲ୍ଲା ବୁଲିବ
ୟୁନିସେଫ୍ ଓ ରାଜ୍ୟ ପୋଲିସର ମିଳିତ ଉଦ୍ୟମରେ ସଚେତନତା ଯାତ୍ରା
ପ୍ରତି ରଥରେ ୪ ଜଣ ପୋଲିସ ଅଧିକାରୀ ଏବଂ ଜଣେ ନୋଡାଲ ଅଫିସର ରହିବେ
ଜିଲ୍ଲା ଏସ୍ପି ଓ ଜିଲ୍ଲାପାଳ ବରିଷ୍ଠ ଅଧିକାରୀ ଏହାକୁ ପରିଚାଳନା କରିବେ

Leave a Reply

   Related Posts