Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ

27/01/2021 at 11:57 AM

ଭୁବନେଶ୍ୱର ୨୭।୧: ଉନ୍ମୋଚନ ହେଲା ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ପ୍ରସ୍ତୁତ ‘ପରୀକ୍ଷା ଦର୍ପଣ’ ପୁସ୍ତକ । ଏହି ‘ପରୀକ୍ଷା ଦର୍ପଣ’ ପୁସ୍ତକର ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମାଟ୍ରିକ୍ ପରୀକ୍ଷା ଦେବାକୁ ଥିବା ୬ ଲକ୍ଷ ୨୦ ହଜାର ପିଲାଙ୍କୁ ମାଗଣାରେ ‘ପରୀକ୍ଷା ଦର୍ପଣ’ ଯୋଗାଇ ଦିଆଯିବ । ସମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତରକୁ ନେଇ ପ୍ରସ୍ତୁତ ହୋଇଛି ପୁସ୍ତକ ‘ପରୀକ୍ଷା ଦର୍ପଣ’ ।

ପରୀକ୍ଷା ପାଇଁ କିପରି ଛାତ୍ରଛାତ୍ରୀ ଭଲଭାବେ ପ୍ରସ୍ତୁତ ହୋଇପାରିବେ ସେଥିପାଇଁ ସରାକରଙ୍କ ପକ୍ଷରୁ ୭ ଶହ ପୃଷ୍ଠାର ପରୀକ୍ଷା ଦର୍ପଣ ନାମରେ ଏକ ଟେଷ୍ଟ ପେପର ପ୍ରସ୍ତୁତ କରିଛନ୍ତି । ମେ’ ୩ ତାରିଖରେ ହେବ ମାଟ୍ରିକ ପରୀକ୍ଷା । ତେଣୁ ଏହି ପରୀକ୍ଷା ଦର୍ପଣ ଛାତ୍ରଛାତ୍ରୀଙ୍କୁ ଅନେକାଂଶରେ ଆଶ୍ବସ୍ତି ପ୍ରଦାନ କରିଛି ।

   Related Posts