Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ଆସନ୍ତା ଜୁଲାଇ ୧୮ରୁ ସଂସଦର ମୌସୁମୀ ଅଧିବେଶନ

25/06/2018 at 10:44 AM

ଆସନ୍ତା ଜୁଲାଇ ୧୮ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ | ମୌସୁମୀ ଅଧିବେଶନ ଆସନ୍ତା ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ | ଏଥିରେ ୧୮ଟି କାର୍ଯ୍ୟ ଦିବସ ରହିଛି ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ଅନନ୍ତ କୁମାର କହିଛନ୍ତି | ବିରୋଧୀଙ୍କ ହଂଗାମା ଯୋଗୁଁ ବଜେଟ ଅଧିବେଶନ ଧୋଇଯାଇଥିଲା ଯେଉଁଥିପାଇଁ ବହୁ ଗୁରୁତ୍ୱପୂର୍ଣ ବିଲ ପାସ ହୋଇପାରିନଥିଲା | ଚଳିତ ଅଧିବେଶନରେ ସମସ୍ତ ବିରୋଧୀ ସହଯୋଗ କରିବେ ବୋଲି ସରକାର ଅଶୀ ରଖିଛନ୍ତି |

   Related Posts