Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କରି ପୁରୀରେ ଦଳୀୟ କର୍ମୀଙ୍କ ସମୂହ ଦୀପଦାନ

3/08/2020 at 6:00 PM

ପୁରୀ ୩।୮: ଗୃହମନ୍ତ୍ରୀ ଅମିତ ଶାହା କରୋନା ସଂକ୍ରମିତ ହୋଇଥିବା ବେଳେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ପୁରୀର ଦଳୀୟ କର୍ମୀମାନେ । ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ବିଜେପି ଜିଲ୍ଲା ସଭାପତି ଆଶ୍ରିତ୍ ପଟ୍ଟନାୟକ ଓ ବରିଷ୍ଠ ନେତା ପ୍ରଭଞ୍ଜନ ମହାପାତ୍ର ଙ୍କ ସହ ୫୦ରୁ ଅଧିକ କର୍ମୀ ଶ୍ରୀମନ୍ଦିର ସମ୍ମୁଖରେ ଦୀପଦାନ କରିଥିଲେ । କର୍ମୀମାନେ ଗୃହମନ୍ତ୍ରୀଙ୍କ ଆରୋଗ୍ୟ କାମନା କରିବା ସହ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଥିଲେ। ସିଂହଦ୍ବାର ସମ୍ମୁଖରେ ଏହି ସମୂହ ଦୀପଦାନ କରାଯାଇଥିଲା ।

   Related Posts