Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ଲାଗୁହେବ ପାସ୍-ଫେଲ୍ ବ୍ୟବସ୍ଥା, ପଞ୍ଚମରୁ ନିୟମ ଲାଗୁ ହୋଇ ଅଷ୍ଟମରେ ହେବ କଡାକଡି

29/06/2019 at 2:44 PM

ଭୁବନେଶ୍ବର ୨୯|୬: ଶିକ୍ଷା ନୀତିରେ ଆସିବ ସଂସ୍କାର । ଏଣିକି ଲାଗୁ ହେବ ପାସ୍-ଫେଲ୍ ନିୟମ । ପଞ୍ଚମ ଶ୍ରେଣୀରେ ଫେଲ୍ ହେଲେ ଛାତ୍ରଛାତ୍ରୀ ଷଷ୍ଠ ଶ୍ରେଣୀରେ ପଢିପାରିବେ । ସଂପୃକ୍ତ ଛାତ୍ରଛାତ୍ରୀଙ୍କୁ ପୁଣି ଥରେ ପଞ୍ଚମ ଶ୍ରେଣୀର ପରୀକ୍ଷା ଦେବାକୁ ପଡିବ। ଶିକ୍ଷାର ମାନ ବୃଦ୍ଧି ନେଇ ଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏହି ବ୍ୟବସ୍ଥା ଲାଗୁ ହେବା ଦ୍ବାରା ପିଲାମାନେ ପାଠପଢାରେ ଅଧିକ ଧ୍ୟାନ ଦେଇପାରିବେ ।

ସେହିଭଳି ଅଷ୍ଟମ ଶ୍ରେଣୀ ପାଇଁ ମଧ୍ୟ ପାସ୍-ଫେଲ୍ ବ୍ୟବସ୍ଥା କଡାକଡି ଲାଗୁ କରାଯିବ । ଅର୍ଥାତ୍ ଅଷ୍ଟମ ଶ୍ରେଣୀରେ ଫେଲ୍ ହେଲେ ସେମାନେ ଆଉ ନବମ ଶ୍ରେଣୀକୁ ଯାଇପାରିବେ ନାହିଁ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଏହି ସୂଚନା ଦେଇଛନ୍ତି ।

   Related Posts