Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକା ମଝିରେ ଅଟକିଲା ଯାତ୍ରୀବାହୀ ମୋଟର ଲଞ୍ଚ୍, ଫସିଥିଲେ ୩୫ ଜଣ

18/09/2021 at 4:57 PM

ଖୋର୍ଦ୍ଧା ୧୮।୯: ଚିଲିକା ମଝିରେ ଅଟକିଲା ଲଞ୍ଚ୍ । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଯାତ୍ରୀବାହୀ ମୋଟର ଲଞ୍ଚ ଅଟକିଯାଇଥିବା ଜଣାପଡିଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଘନହିଁ କୁଦା ଠାରୁ ବାଲୁଗାଁ ଯାଉଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି । ଯାତ୍ରୀବାହୀ ମୋଟର ଲଞ୍ଚଟି କୂଳଠାରୁ ୮ କିଲୋମିଟର ଦୂରକୁ ଯିବାପରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ଫଳରେ ଯାତ୍ରୀମାନେ କୌଣସି ଉପାୟ ନ ପାଇ ଚିଲିକା ମଝିରେ ଅଟକି ରହିଥିଲେ । ଲଞ୍ଚ୍ ରେ ମୋଟ୍ ୩୫ ଜଣ ଯାତ୍ରୀ ଥିବା ଜଣାପଡିଛି । ତେବେ ୨ଟି ଡଙ୍ଗା ସହାୟତାରେ ଫସିଥିବା ଲଞ୍ଚଟି ବାଲୁଗାଁ ଅଭିମୁଖେ ଯାଇଥିବା ସୂଚନା ମିଳିଛି ।

   Related Posts