Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ଆମ୍ବୁଲାନ୍ସ ନ ପହଞ୍ଚିବାରୁ ପୁଣି ଭାରରେ ୧୫ କି.ମି. ବୁହାହେଲେ ମହିଳା

31/08/2019 at 9:48 AM

ରାୟଗଡା ୩୧୮: ପୁଣି ଭାରରେ ବୁହାହେଲେ ମହିଳା । ଆମ୍ବୁଲାନ୍ସ ନ ପହଞ୍ଚିବାରୁ ବାଧ୍ୟ ହୋଇ ୧୫ କିଲୋମିଟର ଭାରରେ ବୋହି ରୋଗୀଙ୍କୁ ଆଣିଛନ୍ତି ସମ୍ପର୍କୀୟ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଡେଙ୍ଗୁଣି ଗାଁରେ । ଡେଙ୍ଗୁଣି ଗାଁର ହୁଣ୍ଡାରୀ ସିକକାଙ୍କ ଦେହ ଖରାପ ରହିଥିଲା । ଲଗାଣ ବର୍ଷା ,ରାସ୍ତା ଖରାପ  ଏବଂ ଆମ୍ବୁଲାନ୍ସ ନ ପହଞ୍ଚିବାରୁ ରୋଗୀକୁ ଭାରା କରି ୧୫ କିଲୋମିଟର ବାଟ ଚାଲି ଚାଲି ନିୟମଗିରି ପାହାଡ଼ର ଡେଙ୍ଗୁଣି ଗାଁରୁ ମୁନିଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପର୍ଯ୍ୟନ୍ତ ଆଣିଥିଲେ । ତେବେ ମହିଳାଙ୍କ ସ୍ବାସ୍ଥାବସ୍ଥା ବର୍ତ୍ତମାନ ସ୍ଥିର ଥିବା ଡାକ୍ତର କହିଛନ୍ତି ।

   Related Posts