Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ
  • ||

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ରୋଗୀ

7/08/2020 at 12:04 PM

ଚାନ୍ଦବାଲି ୭।୮: ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ରୋଗୀ । କାଦୁଅ ରାସ୍ତାର ଅବସ୍ଥା ଏମିତି ବିଗିଡି ଯାଇଛି ଯେ ରୋଗୀମାନଙ୍କ ପାଇଁ ଏକମାତ୍ର ବିକଳ୍ପ ଖଟିଆ କିମ୍ବା ଭାରବୁହା । ଏମିତି ଏକ ଅପହଞ୍ଚ ଗାଁ ହେଉଛି ଚାନ୍ଦବାଲି ବ୍ଲକ୍ ଅନ୍ତର୍ଗତ ଚଡଦିଆ ପଞ୍ଚାୟତର ହରେକୃଷ୍ଣପୁର । ଗଁ।ର ନିତିଦିନିଆ ରାସ୍ତାଟି ଏବେ ବର୍ଷ। ହେବା ପରେ କାଦୁଅ ଅଣ୍ଠୁଏ ରାସ୍ତାରେ ପରିଣତ ହୋଇଛି । ପ୍ରତିଦିନ ଗ୍ରାମବାସୀ ଏହି କାଦୁଅ ରାସ୍ତାରେ ଯାତାୟତ କରୁଛନ୍ତି । ଯେତେବେଳେ ରୋଗୀଙ୍କୁ ମେଡିକାଲ ନେବାକୁ ପଡେ ସେତେବେଳେ ଏକମାତ୍ର ବିକଳ୍ପ ଥାଏ ଖଟିଆ ।

ଗାଁର ବାବୁ ପରିଡାଙ୍କ ସ୍ତ୍ରୀ ରାନି ପରିଡାଙ୍କର ୨ ଦିନ ହେବ ଝାଡାବାନ୍ତି ହେବାରୁ ତାଙ୍କ ଅବସ୍ଥା ଶୋଚନୀୟ ହୋଇପଡିଥିଲା । ଭଲ ରାସ୍ତା ଖଣ୍ଡିଏ ନଥିବାରୁ ଗାଁକୁ ଆମ୍ବୁଲାନ୍ସ ଆସିପାରିଲାନି । ପରିବାର ଲୋକେ ତାଙ୍କୁ ୨ କି.ମି. କାଦୁଅ ରାସ୍ତା ଦେଇ ଗାଁ ମଧ୍ୟରେ ମୁଖ୍ୟ ରାସ୍ତାକୁ ଆଣିଥିଲେ । ସେଠାରୁ ତାଙ୍କୁ ପ୍ରଥମେ ଚଡଦିଆ ଓ ପରେ ମତୋ ଚିକତ୍ସାଳରେ ଭର୍ତ୍ତି କରାଯାଇଥିଲା । ଦୀର୍ଘଦିନ ହେବ ଗାଁକୁ ଭଲ ରାସ୍ତା ଖଣ୍ଡିଏ ନଥିବାରୁ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

   Related Posts