Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

ଖୋର୍ଦ୍ଧା ମେଡିକାଲରେ ରୋଗୀ ପଞ୍ଜୀକରଣ ଓ ଔଷଧ ବିତରଣ କେନ୍ଦ୍ର ଉଦ୍‌ଘାଟନ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ

26/02/2020 at 3:32 PM

ଖୋର୍ଦ୍ଧା ୨୬।୨: ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନୂତନ ଭାବେ ନିର୍ମାଣ ହୋଇଥିବା ଔଷଧ ବିତରଣ କେନ୍ଦ୍ର ଏବଂ ଟୀକା ଭଣ୍ଡାରକୁ ଉଦଘାଟନ କରିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ । ୭୨ ଲକ୍ଷ ଟଙ୍କା ବିନିଯୋଗରେ ଏହି କେନ୍ଦ୍ର ନିର୍ମିତ ହୋଇଛି । ଏହା ଦ୍ବାରା ରୋଗୀମାନେ ଉପକୃତ ହୋଇପାରିବେ । ଏହି ଉଦଘାଟନ ଉତ୍ସବରେ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସମେତ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ, ଖୋର୍ଦ୍ଧା ବିଧାୟକ ଏବଂ ଖୋର୍ଦ୍ଧା ଜିଲ୍ଲାପାଳ ଉପସ୍ଥିତ ଥିଲେ ।

   Related Posts