Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ପାଟଣା ବିଧାୟକ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି

16/11/2020 at 12:30 PM

ପାଟଣା ୧୬।୧୧: କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ଅସୁସ୍ଥ ହୋଇଛନ୍ତି । ପାଟଣା ବିଧାୟକ ଜଗନ୍ନାଥ ନାଏକ ଅସୁସ୍ଥ ହୋଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ଖବର ଅନୁଯାୟୀ, ପାଟଣା ବିଧାୟକ ଶ୍ରୀ ନାଏକ ବାଲେଶ୍ୱର ନିର୍ବାଚନ ପ୍ରଚାର ସାରି ଘରକୁ ଫେରିଥିଲେ । ଘରକୁ ଫେରିବା ପରେ ହଠାତ ଅସୁସ୍ଥ ହୋଇପଡିଥିଲେ । ପରେ ତାଙ୍କର ଘରେ ଚିକିତ୍ସିତ ହୋଉଥିଲେ । କିନ୍ତୁ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି । ବିଧାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ସ୍ଥାନୀୟ ନେତା ଓ କର୍ମୀ ।

   Related Posts