Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ପାଟଣାଗଡ ପାର୍ସଲ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କୁ ଉଠାଇ ନେଲା କ୍ରାଇମବ୍ରାଞ୍ଚ

23/04/2018 at 8:35 AM

ଆଉ ୨ ଜଣଙ୍କୁ ଉଠାଇ ନେଲା କ୍ରାଇମବ୍ରାଞ୍ଚ
ସ୍କାଏ କିଙ୍ଗ୍ କୋରିୟର କମ୍ପାନୀର ୨ କର୍ମଚାରୀଙ୍କୁ ଉଠାଇ ନେଲା
୨ କର୍ମଚାରୀ- ଦିଲୀପ ଦାସ ଓ କୋରିୟର ବୟ ସୁଶାନ୍ତ ସେଠ୍
ପାଟଣାଗଡରୁ ବିଳମ୍ବିତ ରାତିରେ ଉଠାଇଲା କ୍ରାଇମବ୍ରାଞ୍ଚ
ବଲାଙ୍ଗିର ସର୍କିଟ ହାଉସରେ ଉଭୟଙ୍କୁ ଚାଲିଛି ଜେରା
ଗତକାଲି ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖିଛି ପୋଲିସ

Leave a Reply

   Related Posts