Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ସମବାୟ ସମିତିରେ ଧାନ କିଣାବିକାରେ ଅନିୟମିତତା ଅଭିଯୋଗ : ପ୍ୟାକ୍ସ ସମ୍ପାଦକ ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ବରଖାସ୍ତ

25/01/2021 at 4:52 PM

ବଲାଙ୍ଗୀର ୨୫।୧: ବଲାଙ୍ଗୀର ଶିବତଲା ସମବାୟ ସମିତିରେ ଧାନ କିଣା ବିକାରେ ଅନିୟମିତତା ଅଭିଯୋଗରେ ପ୍ୟାକ୍ସର ସମ୍ପାଦକ ରାଜୀବ ପଣ୍ଡାଙ୍କୁ ନିଲମ୍ବିତ କରାଯାଇଛି । ଏହାସହ ଡାଟା ଏଣ୍ଟ୍ରି ଅପରେଟର ଶଶୀ ଭୂଷଣ ପ୍ରଧାନଙ୍କୁ ବରଖାସ୍ତ କରାଯାଇଛି ।

ମ୍ୟାନେଜମେଣ୍ଟ ବିଭାଗୀୟ ଦାୟିତ୍ବରେ ଥିବା ଜଗନ୍ନାଥ ମାଝି କାର୍ଯ୍ୟାନୁଷ୍ଠାନ । ଧାନ କିଣା ବିକାରେ ଅନିୟମିତତା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ବଲାଙ୍ଗୀର ଡିଆରସିଏସ କହିଛନ୍ତି ।

   Related Posts