Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଡିସେମ୍ବର ୧୫ ତାରିଖ ସୁଦ୍ଧା ଜିଲ୍ଲା ଜୋନ୍ କମିଟି ଗଠନ କରିବ କଂଗ୍ରେସ

15/11/2018 at 7:48 PM

ଭୁବନେଶ୍ବର ୧୫|୧୧: ୨୦୧୯ ସାଧାରଣ ନିର୍ବାଚନ ପୁର୍ବରୁ ଦଳକୁ ଅଧିକ ମଜବୁତ କରିବ ରାଜ୍ୟ କଂଗ୍ରେସ। ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସାଂଗଠନିକ ବୈଠକ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ସାଂଗଠନିକ ଜିଲ୍ଲାର ଜିଲ୍ଲା ସଭାପତି, ବିଭିନ୍ନି ଛାମୁଆ କମିଟିର ମୁଖିଆମାନଙ୍କ ସହ  ଆଲୋଚନା କରିଛନ୍ତି ପିସିସି ମୁଖିଆ। ସାଂଗଠନିକ  ଅଗ୍ରଗତି, ମୋ ବୁ୍‌ଥ ମୋ ଗୌରବ ​‌​‌ପ୍ରୋଜେକ୍ଟ ଶକ୍ତି ଉପରେ ଆଲୋଚନା କରାଯାଇଛି।  ଏହା ସହ  ଡିସେମ୍ବର ୧୫ ତାରିଖ ସୁଦ୍ଧା ଜିଲ୍ଲା ଜୋନ କମିଟି ଗଠନ କରିଯିବାକୁ  ସ୍ଥିର  କରାଯାଇଛି।

   Related Posts