Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ପିଡିଏସ୍ ସାମଗ୍ରୀ ଥିବା ଟ୍ରକ୍‌କୁ ସନ୍ଦେହରେ ଅଟକ ରଖିଲେ ଗ୍ରାମବାସୀ

7/03/2019 at 11:38 AM

ଚାନ୍ଦବାଲି ୭|୩ : ପିଡିଏସ୍ ସାମଗ୍ରୀ ଥିବା ଟ୍ରକକୁ ସନ୍ଦେହରେ ଅଟକ ରଖିଲେ ଗ୍ରାମବାସୀ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ କରଣପଲ୍ଲି ପଞ୍ଚାୟତ ବିଜୟପାଟଣା ଗାଁରେ ପିଡିଏସ୍ ଚାଉଳ ଓ କିରୋସିନ୍ ଚୋରାଚାଲାଣ ବେଳେ ଲୋକେ ଟ୍ରକଟିକୁ ଅଟକାଇଥିଲେ । ପରେ କରଞ୍ଜିମାଳ ଫାଣ୍ଡିକୁ ଲୋକେ ଖବର ଦେଇଥିଲେ । ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ ଜବତ କରିଛନ୍ତି । ଟ୍ରକରେ ୧୦ ବସ୍ତା ଚାଉଳ ଓ ୫୦ ଲିଟର କିରୋସିନ ଥିବାର ସୂଚନା ମିଳିଛି । ପିଡିଏସ୍ ସାମଗ୍ରୀ କେଉଁଠିକୁ ଆସୁଥିଲା ଓ କିଏ ଚାଲାଣ କରୁଥିଲା ସେ ନେଇ ପୋଲିସ ତଦନ୍ତ ଚଳାଇଛି ।

   Related Posts