Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଆସନ୍ତା ୧୭ରେ ପ୍ରତି ଜିଲ୍ଲାରେ ହେବ ପେନ୍‌ସନ ଅଦାଲତ

7/11/2019 at 5:09 PM

ଭୁବନେଶ୍ବର ୭।୧୧: ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀମାନଙ୍କ ପାଇଁ ପ୍ରତି ଜିଲ୍ଲାରେ ବକେୟା ପେନସନ୍‌ ମାମଲାର ସମାଧାନ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପେନ୍‌ସନ୍‌ ଅଦାଲତ ଚଳିତ ନଭେମ୍ବର ୧୭ ତାରିଖରେ ଅନୁଷ୍ଠିତ ହେବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଚିତ୍ରା ଅରୁମୁଗମ୍‌ ଏନେଇ ଏକ ଚିଠି ଲେଖି ଜଣାଇଛନ୍ତି ଯେ, ବକେୟା ପେନ୍‌ସନ୍‌ ମାମଲାର ଶୁଣାଣି ଓ ଫଏସଲା କରିବା ପାଇଁ ଏହି ପେନ୍‌ସନ୍‌ ଅଦାଲତ କରାଯାଇଛି । ଯାହା ଫଳରେ  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅବସରପ୍ରାପ୍ତ ଶିକ୍ଷକ, କର୍ମଚାରୀମାନଙ୍କ ବକେୟା ପେନ୍‌ସନ୍‌ ମାମଲା ଶୀଘ୍ର ସମାଧାନ ହୋଇପାରିବ ବୋଲି ସେ କହିଛନ୍ତି ।

   Related Posts