Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ

25/01/2021 at 10:30 AM

ବରଗଡ ୨୫।୧: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ ।

ସୂଚନାଯୋଗ୍ୟ ଯେ, ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଉମେଶ କୁମାର ସେଠଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଏକକାଳୀନ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ବରଗଡ ଏବଂ ସମ୍ବଲପୁର ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କ ବରଗଡ ସ୍ଥିତ ବାସଭବନ, ବରପାଲି ଥାନା ଅନ୍ତର୍ଗତ ଲାଉନସରା ଗ୍ରାମ ସ୍ଥିତ ବାସଭବନ, କେଲେଙ୍ଗାପାଲି ଗ୍ରାମପଞ୍ଚାୟତ ଅଫିସ ଓ କେଶାଇପାଲି ପଞ୍ଚାୟତ ଅଫିସରେ ଚଢାଉ କରାଯାଇଛି ।

ଚଢାଉ ବେଳେ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ସମେତ ଜମି କିଣା କାଗଜପତ୍ର ମିଳିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି ।

   Related Posts