Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ପ୍ରସବ ପାଇଁ ଟଙ୍କା ମାଗୁଥିବା ନର୍ସଙ୍କୁ ନିସ୍ତୁକ ପିଟିଲେ ଲୋକେ

10/05/2019 at 12:48 PM

ବାଲେଶ୍ବର ୧୦|୫: ପ୍ରସବ କରାଇ ଦେବାକୁ ଟଙ୍କା ମାଗିବାରୁ ନର୍ସକୁ ନିସ୍ତୁକ ପିଟିଲେ ଲୋକେ । ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖାଦେଇଛି । ଗୁରୁତର ଅବସ୍ଥାରେ ନର୍ସ ରୀତା ହାତୀଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି । ମାଡ ପ୍ରତିବାଦରେ ଅନ୍ୟ ନର୍ସମାନେ ଧାରଣା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ସୋରର ସିଙ୍ଗାଖୁଣ୍ଟା ଗାଁର ପ୍ରମିଳା ମହାନ୍ତି ପ୍ରସବ ପାଇଁ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପ୍ରସବ କରାଇଦେବାକୁ ୧୦୦୦ ଟଙ୍କା ମାଗିଥିଲେ ନର୍ସ । ଟଙ୍କା ନଦେବାରୁ ପ୍ରସୂତିଙ୍କ ସମ୍ପର୍କୀୟଙ୍କୁ ପ୍ରଥମେ ମାଡ ମାରିଥିଲେ । ଫଳରେ ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଥିଲା । ଉତ୍ତ୍ୟକ୍ତ ଲୋକେ ନର୍ସକୁ ନିସ୍ତୁକ ମାଡ ମାରିଥିଲେ ।

   Related Posts