Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||

କଣ୍ଟେନମେଣ୍ଟ ଉଠାଇବାକୁ ଦାବି, ଟିକାବାଲି ବ୍ଲକ୍ କାର୍ଯ୍ୟାଳୟ ଘେରିଲେ ଶତାଧିକ ଲୋକ

8/08/2020 at 1:51 PM

କନ୍ଧମାଳ ୮।୮: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ବିଭିନ୍ନ ଜିଲ୍ଲାରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଦୀର୍ଘ ୨୫ ଦିନ ଧରି କନ୍ଧମାଳ ଜିଲ୍ଲା ଟିକାବାଲି ସଦର ମହକୁମାକୁ ପ୍ରଶାସନ କଣ୍ଟେନମେଣ୍ଟ କରି ରଖିଛି । ଫଳରେ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।

କଣ୍ଟେନମେଣ୍ଟ ଜୋନ୍ ରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣରେ ଅବ୍ୟବସ୍ଥା ହେଉଥିବା ବେଳେ ଦରଦାମ୍ ମଧ୍ୟ ବୃଦ୍ଧି ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି କରିଛି । ଫଳରେ ତୁରନ୍ତ କଣ୍ଟେନମେଣ୍ଟ ଉଠାଇବାକୁ ଦାବି କରି ଆଜି ଶତାଧିକ ଲୋକେ ଟିକାବାଲି ବ୍ଲକ୍ କାର୍ଯ୍ୟାଳୟ ଘେରାଉ କରିଛନ୍ତି ।

   Related Posts