Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୀନରେ ଦ୍ରୁତ ବେଗରେ ବ୍ୟାପିଲା କରୋନାର ଡେଲ୍‌ଟା ଭାରିଏଣ୍ଟ, ବେଜିଂ ସହ ୧୫ ସହରରେ ଆତଙ୍କ, ଉଡାଣ ବାତିଲ୍
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୭୬ ଡିସଚାର୍ଜ
  • ||
  • ଲଦାଖରେ ଭାରତ-ଚୀନ ମଧ୍ୟରେ ଉତ୍ତେଜନା କେବେ ସମାପ୍ତ ହେବ ? ଡ୍ରାଗନ ସହ ୧୨ତମ ବୈଠକ ଆସନ୍ତାକାଲି
  • ||
  • ବାଂଶପାଳ : ଗାଁରେ ପଶି ଘର ଭାଙ୍ଗିଲା ଦନ୍ତା, କାନ୍ଥ ପଡି ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ରାଉରକେଲା : ଅଲୋଡା ହେଲା ନବଜାତ ଶିଶୁପୁତ୍ର, ଡଷ୍ଟବିନ୍‌ରୁ ଉଦ୍ଧାର
  • ||
  • ରାଇରଙ୍ଗପୁର : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ରାସ୍ତା କଡକୁ ଛିଟିକି ପଡିଲେ ୨ ଚାଳକ : ମେଡିକାଲରେ ହେଲା ମୃତ୍ୟୁ
  • ||
  • କଟକ : ଦୁଷ୍କର୍ମକାରୀଙ୍କୁ ୧୦ବର୍ଷ ଜେଲ୍‌ ସହ ୧୦ହଜାର ଜରିମନା : ପୀଡିତାଙ୍କୁ ଦେବେ ୨ଲକ୍ଷ ଟଙ୍କାର କ୍ଷତିପୂରଣ
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ OSSC ସଦସ୍ୟଙ୍କ ପିଏସ୍ : ଜବତ ହେଲାଣି ନଗଦ ଲକ୍ଷାଧିକ ଟଙ୍କା ସହ ଫ୍ଲାଟ୍ ଆଉ ପ୍ଲଟ୍
  • ||
  • ରାୟଗଡା : ଆନ୍ଧ୍ରପ୍ରଦେଶ ଚିଙ୍ଗୁଡି ବନ୍ଧରେ ଅଘଟଣ : ବିଦ୍ୟୁତ ଆଘାତରେ ୬ ଓଡିଆ ଶ୍ରମିକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ବଦଳିଲା ନିୟମ : ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି, ରେସିଡେନ୍ସି ପିରିୟଡ୍ କମାଇଲେ ରାଜ୍ୟ ସରକାର
  • ||

କୋଭିଡ ଗାଇଡଲାଇନ୍ ମାନୁନଥିବା ଅଭିଯୋଗ : ପେଟ୍ରୋଲ ପମ୍ପରେ ଚଢଉ କଲା ପ୍ରଶାସନ, ଜରିମାନା ଆଦାୟ

7/08/2020 at 7:38 PM

ବ୍ରହ୍ମପୁର, ୦୭|୦୮:ପେଟ୍ରୋଲ ପମ୍ପ କର୍ମଚାରୀ ମାନୁନାହାଁନ୍ତି ସାମାଜିକ ଦୂରତା । ଏପରି ବାରମ୍ବାର ଅଭିଯୋଗ ଆସିବା ପରେ  ବ୍ରହ୍ମପୁର ଏବଂ ଆଖପାଖ ଅଞ୍ଚଳର ବିଭିନ୍ନ ପେଟ୍ରୋଲ ପମ୍ପ୍ ଉପରେ ଜିଲ୍ଲା ପ୍ରଶାସନ ଚଢଉ କରିଛି ।

ସାମାଜିକ ଦୂରତା ଏବଂ କୋଭିଡ୍ ନିୟମ ଉଲଂଘନ କରିବା ଅଭିଯୋଗରେ ପ୍ରଶାସନ ଏହି ପଦକ୍ଷେପ ନେଇଛି । ଏପରିକି କିଛି ଅମାନିଆଙ୍କଠାରୁ ଜରିମାନା ମଧ୍ୟ ଆଦାୟ କରାଯାଇଛି ।

ଶୁକ୍ରବାର ୧୦ ଟି ପେଟ୍ରୋଲ ପମ୍ପ୍ ଉପରେ ଏହି ଚଢଉ କରାଯାଇଥିଲା । କୋଭିଡ୍ ନିୟମ ଉଲଂଘନ ଅଭିଯୋଗରେ ୧,୧୫,୦୦୦ ଟଙ୍କା ଆଦାୟ କରାଯାଇଥିବା ସୂଚନା ମିଳିଛି ।

   Related Posts