Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୪୧ ପଜିଟିଭ୍ ଚିହ୍ନଟ
  • ||
  • ନୟାଗଡ଼ : ରେଳ ଷ୍ଟେସନରେ ଲଙ୍କାକାଣ୍ଡ : ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା, ବିରୋଧ କରିବାରୁ ମ୍ୟାନେଜର ଓ କର୍ମଚାରୀଙ୍କୁ ଆକ୍ରମଣ
  • ||
  • ଆଜି ୧୧ ଜିଲ୍ଲାରେ କାଳବୈଶାଖି ବର୍ଷା ! ୧୫ ଯାଏଁ ତାତିରୁ ମିଳିବ ତ୍ରାହି
  • ||

ଟ୍ରକ ଧକ୍କାରେ ପିଏଚଡି କର୍ମଚାରୀଙ୍କ ମୃତ୍ୟୁ

6/12/2018 at 11:09 AM

ସମ୍ବଲପୁର ୬/୧୨: ଟ୍ରକ୍ ଧକ୍କାରେ ପିଏଚ୍‌ଡି କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ମାଡିଗଲା ଟ୍ରକ। ରେଢାଖୋଲ କଲେଜ ଛକ ନିକଟରେ ଦୁର୍ଘଟଣା ଘଟିଛି। ମୃତକ ହେଲେ ପିଏଚ୍‌ଡି କର୍ମଚାରୀ ଘନଶ୍ୟାମ ଜୀତ।

   Related Posts