ଗାନ୍ଧିଜୀଙ୍କର ୧୫୦ ଜୟନ୍ତୀ ଅବସରରେ ଫଟୋ ପ୍ରଦର୍ଶନୀ ଅନୁଷ୍ଠିତ
1/10/2019 at 8:45 PM

ଭୁବନେଶ୍ୱର ୦୧।୧୦- ଜାତିର ପିତା ମହାତ୍ମା ଗାନ୍ଧିଙ୍କର ୧୫୦ ଜୟନ୍ତୀ ଅବସରରେ ଭୁବନେଶ୍ୱର ସ୍ଥିତି ଇନଷ୍ଟିଟ୍ୟୁଟ ଅଫ୍ ଇଞ୍ଜିନିୟରସ୍ ରେ ଏକ ଫଟୋ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗଦ୍ୱାରା ଏହି ପ୍ରଦର୍ଶନୀର ଆୟୋଜନ କରାଯାଇଛି ।
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟୟନାକ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁ ନନ୍ଦନ ଦାସ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ପ୍ରମୁଖ ଏହି ପ୍ରଦର୍ଶନୀକୁ ବୁଲି ଦେଖିଛନ୍ତି ।
Related Posts
ମହିଳାଙ୍କ ଗଳାକାଟି ହତ୍ୟା, ତା ପରେ ଲୁଟ୍…
23 January 2021