ଭାରସାମ୍ୟ ହରାଇ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ

Published By : Prameya-News7 Bureau | December 25, 2020 IST

ପାଟଣା୨୫/୧୨: ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ।୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ଆକାଶିଆ କାଠ ଗଣ୍ଡି ସହ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିଛି ପୋଲିସ ଓ ବନ ବିଭାଗ।ତୁରୁମୁଙ୍ଗା ଚମ୍ପୁଆ ରାସ୍ତାର ନେଉଳିଯୋଡି ପୋଲ ନିକଟରେ ଏହି ଦୁର୍ଘଟଣା ଘଟିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.