ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ପିକଅପ ଭ୍ୟାନ ; ଜଣେ ମୃତ
24/04/2018 at 6:06 AM

କଟକ କେନ୍ଦ୍ରାପଡା ରାସ୍ତା ନିଶ୍ଚିନ୍ତକୋଇଲି ତାରିଣୀ ମନ୍ଦିର ନିକଟରେ ଦୁର୍ଘଟଣା
ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ପିକଅପ ଭ୍ୟାନ
ପିକଅପ ଭ୍ୟାନ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡିଥିଲା
ଡାଇଭର ଗୁରୁତର ଆହତ ହୋଇଥିଲେ
ଗୁରୁତର ଭାବେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା
ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ
ମୃତ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ
ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି