Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||
  • ୫ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର କଟକଣା : ରହିବେ ୭ଦିନ ହୋମ୍ ଆଇସୋଲେସନ୍‌ରେ
  • ||
  • ଅଳ୍ପକେ ବର୍ତ୍ତିଲେ ବିଏସଏଫ ଯବାନ, କମ୍ବିଂ ବେଳେ ବିପୁଳ ପରିମାଣର ବିସ୍ପୋରକ ଜବତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୧୦୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଖୋର୍ଦ୍ଧା : ସାରୁଆରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ପିକଅପ ଭ୍ୟାନ ; ଜଣେ ମୃତ

24/04/2018 at 6:06 AM

କଟକ କେନ୍ଦ୍ରାପଡା ରାସ୍ତା ନିଶ୍ଚିନ୍ତକୋଇଲି ତାରିଣୀ ମନ୍ଦିର ନିକଟରେ ଦୁର୍ଘଟଣା
ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ପିକଅପ ଭ୍ୟାନ
ପିକଅପ ଭ୍ୟାନ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡିଥିଲା
ଡାଇଭର ଗୁରୁତର ଆହତ ହୋଇଥିଲେ
ଗୁରୁତର ଭାବେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା
ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ
ମୃତ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ
ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି

Leave a Reply

   Related Posts