Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ପିକଅପ୍‌ ଭ୍ୟାନ ଓଲଟି ୪ ମୃତ, ୮ ଆହତ

20/04/2020 at 5:18 PM

ଗଞ୍ଜାମ୨୦/୪: ଗଞ୍ଜାମ ବ୍ଲକର ଖଣ୍ଡିଦେଉଳି- ବିରୁଳିଗଡ଼ ରାସ୍ତାରେ ଦୁର୍ଘଟଣା। ପିକଅପ୍‌ ଭ୍ୟାନ ଓଲଟି ୪ ମୃତ , ୮ ଆହତ ହୋଇଛନ୍ତି। ଗୁରୁତରଙ୍କୁ ବ୍ରହ୍ମପୁର MKCG ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ ଏବଂ ଆହତ ସମସ୍ତେ ଗଞ୍ଜାମ ବ୍ଳକ ଡିହିଁଡି ଗାଁର ବୋଲି ଜଣାପଡିଛି।

   Related Posts