Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ପିଣ୍ଟୁ ନନ୍ଦଙ୍କ ନାଁରେ ଯୁବତୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ

29/07/2020 at 9:16 PM

ଭୁବନେଶ୍ବର୨୯/୭: ଫିଲ୍ମ ନିର୍ଦ୍ଦେଶକ ପିଣ୍ଟୁ ନନ୍ଦଙ୍କ ନାଁରେ ଥାନାରେ ଅଭିଯୋଗ। ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆଣିଲେ ଜଣେ ଯୁବତୀ। ଫିଲ୍ମରେ ଅଭିନୟ କରିବାକୁ ନେଇ ଯୁବତୀଙ୍କୁ ଡାକିଥିଲେ ପିଣ୍ଟୁ।ପିଣ୍ଟୁଙ୍କୁ ଦେଖା କରିବାବେଳେ ସେ ଦୁର୍ବ୍ୟବହାର କରିଥିବା ଅଭିଯୋଗ ।ନୟାପଲ୍ଲୀ ଥାନାରେ ପିଣ୍ଟୁଙ୍କୁ ପଚରାଉଚରା କଲା ପୋଲିସ।

   Related Posts