Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ପିପିଲି ବ୍ୟାଟେଲ : ପ୍ରଥମ ରାଉଣ୍ଡରେ ବିଜେଡି ୧୪୦୬ ଭୋଟରେ ଆଗୁଆ

3/10/2021 at 9:34 AM

ଭୁବନେଶ୍ୱର ୦୩/୧୦: ଆରମ୍ଭ ହୋଇଯାଇଛି କାଉଣ୍ଟଡାଉନ୍ । ପିପିଲି ଉପ ନିର୍ବାଚନ ପାଇଁ ଭୋଟ୍ ଗଣତି ଆରମ୍ଭ ହୋଇଗଲାଣି । ଏହାମଧ୍ୟରେ ପ୍ରଥମେ ପୋଷ୍ଟାଲ ବାଲାଟ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ଗଣତିରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆଗରେ ଥିବା ସୂଚନା ମିଳିଥିଲା । ସେହିପରି ପ୍ରଥମ ରାଉଣ୍ଡରେ ମଧ୍ୟ ରୁଦ୍ର ମହାରଥୀ ଆଗୁଆ ରହିଛନ୍ତି ।

ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ ରହିଛନ୍ତି । ସେ ଗୋଡିପଡା, ମାଟିଆପଡା, ରେଙ୍ଗଳରେ ଆଗୁଆ ରହିଛନ୍ତି । ତାଙ୍କୁ ୪୦୫୫ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୬୪୯ ଭୋଟ୍ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନଙ୍କୁ ୭୬୫ ଭୋଟ୍ ମିଳିଛି । ପରେ ଏହି ଟ୍ରେଣ୍ଟ୍ ବଦଳି ମଧ୍ୟପାରେ ।

   Related Posts