Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ଆଜି ପବିତ୍ର ମହାଳୟା ଅମାବାସ୍ୟା ; ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦିଆଯାଉଛି ଶ୍ରାଦ୍ଧ

8/10/2018 at 9:45 AM

ଭୁବନେଶ୍ବର ୮|୧୦:  ଆଜି ପବିତ୍ର ମହାଳୟା ଅମାବାସ୍ୟା । ୧୫ ଦିନ ଧରି ଚାଲିଥିବା ପିତୃପକ୍ଷର ଶେଷ ଦିନ । ଏହି ପକ୍ଷରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ  ଶ୍ରାଦ୍ଧ ଦିଆଯାଉଛି । ପୁରୀ ବଡଦାଣ୍ଡରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଛି । ସକାଳୁ ସକାଳୁ ଶ୍ରଦ୍ଧାଳୁମାନେ ମାର୍କଣ୍ଡ ତୀର୍ଥ ପୁଷ୍କରିଣୀରେ ସ୍ନାନ କରି ପିତୃ ତର୍ପଣ, ଦେବ ତର୍ପଣ, ଋଷି ତର୍ପଣ ଆଦି କରୁଛନ୍ତି। ଲୋକେ ବାଇଶିପାହାଚରେ ନିଜ ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଛନ୍ତି । ଏପଟେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେବା ପାଇଁ ବିନ୍ଦୁସାଗରରେ ଶ୍ରଦ୍ଧାଳୁଙ୍କ ସମାଗମ ହେ।ଇଛି । ଶ୍ରଦ୍ଧାଳୁମାନେ ବିନ୍ଦୁସାଗରର ପବିତ୍ର ଜଳରେ ଅଟା, ମହୁ, କଦଳୀ, ଗୁଡ଼ ଏବଂ ନାନାଦି ଫଳମୂଳ ସହ ପିଣ୍ଡଦାନ ଓ ତିଳତର୍ପଣ କରୁଛନ୍ତି ।

   Related Posts