Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ପିଏଲଏଫଆଇ ସଦସ୍ୟ ସୁଦାମ ସିଂ ଗିରଫ, ପିସ୍ତଲ ଓ ଜୀବନ୍ତ ଗୁଳି ଜବତ

19/09/2019 at 2:54 PM

ରାଉରକେଲା ୧୯|୯: ରାଉରକେଲା ବିଶ୍ରା ଅଞ୍ଚଳରୁ ଜଣେ ପିଏଲଏଫଆଇ ସଦସ୍ୟ ଗିରଫ ହୋଇଛି । ପିଏଲଏଫଆଇ ସଦସ୍ୟ ସୁଦାମ ସିଂକୁ ଗିରଫ କରିଛି ରାଉରକେଲା ପୋଲିସ । ତା ନିକଟରୁ ଗୋଟିଏ ପିସ୍ତଲ ଓ ଜୀବନ୍ତ ଗୁଳି ଜବତ ହୋଇଛି ।

ସୁଦାମଙ୍କ ବିରୋଧରେ ବିଭିନ୍ନ ଥାନାରେ ରହିଛି ଅନେକ ସଙ୍ଗୀନ ମାମଲା ରହିଥିବା ଜଣାପଡିଛି । ଓଡିଶା ଝାଡ଼ଖଣ୍ଡ ସୀମାରେ ସକ୍ରିୟ ଥିଲା ସୁଦାମ । ଝାଡ଼ଖଣ୍ଡରେ ଜଣେ ଜେଏମଏମ ନେତା, ଜଣେ ବିଜେପି ନେତାଙ୍କୁ ହତ୍ୟା କରିବା ସମେତ ୭ଟି ହତ୍ୟା ମାମଲାରେ ଥିଲା ସେ ସମ୍ପୃକ୍ତ ଥିଲା ।

ଏହାସହ ବିଭିନ୍ନ ବ୍ୟାଙ୍କ ଡକାୟତିରେ ମଧ୍ୟ ସାମିଲ ଥିଲା । ୨୦୦୭ରେ ପିଏଲଏଫଆଇରେ ସାମିଲ ହୋଇଥିଲା ସୁଦାମ ।

   Related Posts