Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ନିର୍ବାଚନରେ କରୋନା ନିୟମର ଖୁଲମ୍‌ଖୁଲା ଉଲଙ୍ଘନ, ଏପ୍ରିଲ୍‌ ୧୬ରେ ସର୍ବଦଳୀୟ ବୈଠକ ଡକାଇଲେ ନିର୍ବାଚନ ଆୟୋଗ
  • ||
  • ଭୁବନେଶ୍ବର : ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ପରୀକ୍ଷା ହେବ କି ନାହିଁ ସେନେଇ ଚିନ୍ତା କରିବୁ – ଗଣଶିକ୍ଷା ମନ୍ତ୍ରୀ
  • ||
  • ଯାଜପୁର : ଏକ ତରଫା ପ୍ରେମରୁ ଯୁବକଙ୍କ ଉନ୍ମତକାଣ୍ଡ, ବାହା ହେବାକୁ ରାଜି ନହେବାରୁ ସମ୍ପର୍କୀୟ ଭଉଣୀଙ୍କୁ ଚେଙ୍କ ଦେଲା ଭାଇ
  • ||
  • ବାଲେଶ୍ବର : ସମୁଦ୍ରରେ ମାଛ ଧରା ବନ୍ଦ, ଆଜିଠୁ ଜୁନ୍ ୧୫ ଯାଏଁ ବଳବତ୍ତର ରହିବ କଟକଣା
  • ||
  • ଭୁବନେଶ୍ବର : କୋଭିଡ୍ ନିୟମ ଉଲଂଘନକାରୀଙ୍କଠୁ ୨ କୋଟି ୧୭ ଲକ୍ଷ ଟଙ୍କା ଫାଇନ୍ ଆଦାୟ
  • ||
  • ଭୁବନେଶ୍ବର : ୟେଲୋ ଜୋନ୍‌କୁ ଗଲା ୫ ଜିଲ୍ଲା, ପୂର୍ବରୁ ୨ ଜିଲ୍ଲା ରହିଛି ରେଡ୍ ଜୋନ୍‌ରେ
  • ||
  • ଝାରସୁଗୁଡା : କୋଇଲା ଖଣି ମ୍ୟାନେଜର ଅଫିସରୁ ମହିଳା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରି : ମାଲକାନଗିରିରୁ ଛତିଶଗଡକୁ ସଂଯୋଗ ସମସ୍ତ ରାସ୍ତା ସିଲ୍, ଅପ୍ରେଲ ୩୦ଯାଏଁ ବସ୍ ଚଳାଚଳ ଠପ୍
  • ||
  • CBSE ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ, ଛାତ୍ରଛାତ୍ରୀଙ୍କ ମାର୍କ ସ୍ଥିର କରିବ ବୋର୍ଡ
  • ||

ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ

21/06/2019 at 9:19 AM

ଭୁବନେଶ୍ବର ୨୧|୬: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ।  ଭୁବନେଶ୍ବର ସ୍ଥିତ ସୂଚନା ଭବନରେ ଦିନ ୩ଟା ବେଳେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ । ଏ ନେଇ ପୂର୍ବରୁ ସୂଚନା ଦେଇଥିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।

ଚଳିତବର୍ଷ ୨ ଲକ୍ଷ ୩୫ ହଜାର ୧୮୩ ଜଣ ଛାତ୍ରଛାତ୍ରୀ କଳାରେ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୭ ହଜାର ୨୭୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିଭଳି ଧନ୍ଦାମୂଳକ ପରୀକ୍ଷା ଦେଇଛନ୍ତି ୮ ହଜାର ୫୮ ଜଣ ପରୀକ୍ଷାର୍ଥୀ ।

ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଫଳ ପ୍ରକାଶ ପାଇ ସାରିଛି । ବାତ୍ୟା ଫୋନି ଯୋଗୁଁ ଖାତା ଦେଖାରେ ବହୁ ବିଳମ୍ବ ହୋଇଥିଲା । ତେଣୁ ରେଜଲ୍ଟ ମଧ୍ୟ ବିଳମ୍ବ ହୋଇଛି ।

   Related Posts