ଆସନ୍ତା ୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ବାଣିଜ୍ୟ ରେଜଲ୍ଟ

Published By : Prameya-News7 Bureau | June 19, 2019 IST

ଭୁବନେଶ୍ବର ୧୯|୬: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ । ସୂଚନା ଭବନର ଗୀତଗୋବିନ୍ଦ ଭବନରେ ଦିନ ୩ଟା ବେଳେ ରେଜଲ୍ଟ ଉନ୍ମୋଚନ କରାଯିବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ଓ୍ବେବସାଇଟ୍ orissaresults.nic.in ଏବଂ chseodisha.nic.in ରେ ରେଜଲ୍ଟ ଉପଲବ୍ଧ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.